ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଗୁରୁବାର ରାତି ପ୍ରାୟ ୧୧ଟା ୪୫ମିନିଟ ସମୟରେ ଦିଲ୍ଲୀ-ଏନସିଆରରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।
Earthquake tremors felt in parts of Delhi. pic.twitter.com/npGfEwuvaN
— ANI (@ANI) December 17, 2020
Comments are closed.