www.samajalive.in
Sunday, December 7, 2025
26.1 C
Bhubaneswar

ରାଇରଙ୍ଗପୁରରେ ମୃଦୁ ଭୂମିକମ୍ପ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର, ବିଶୋୟୀ, ବହଳଦା ଓ ଗୋରୁମହିଷାଣୀ ଆଦି ସ୍ଥାନରେ ଶନିବାର ସକାଳ ପ୍ରାୟ ୬.୨୦ମିନିଟ୍‌ରେ ମୃଦୁ ଭୂମିକମ୍ପ ଅନୂଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଝାଡ଼ଖଣ୍ଡର ଷଢ଼େଇକଳା ଅଞ୍ଚଳ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିଲା ବୋଲି ଜଣାପଡିଛି।

ଭୂମିକମ୍ପ ୩ ସେକେଣ୍ଡ ଅନୁଭୂତ ହୋଇଥିବା ଜଣାପଡିଛି। ଏଥିରେ କୌଣସି କ୍ଷତି ହୋଇ ନ ଥିବା ବେଳେ ଲୋକମାନେ ଆତଙ୍କିତ ହୋଇପଡିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories