www.samajalive.in
Wednesday, December 10, 2025
14.1 C
Bhubaneswar

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଭୂମିକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ । ଏନ୍‌ସିଏସ୍‌ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସୋମବାର ସକାଳେ ଆଫଗାନିସ୍ତାନରେ ୪.୨ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଗତ ୪ ଦିନରେ ଏହା ଦେଶରେ ଆସିଥିବା ୪ର୍ଥ ଭୂକମ୍ପ । ଏକ୍ସରେ ଏନେଇ ସବିଶେଷ ତଥ୍ୟ ଶେୟାର କରାଯାଇଛି ।
ଭାରତୀୟ ସମୟାନୁସାରେ ସକାଳ ୮ଟା ୫୪ରେ ଭୂମି ଠାରୁ ୧୪୦ କିମି ଗଭୀରରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଏଥିରେ କୌଣସି କ୍ଷୟକ୍ଷତିର ସୂଚନା ଏଯାଏଁ ମିଳି ନାହିଁ ।

୩୦ ବର୍ଷ ପରେ ଶନିଙ୍କ ସିଧା ଚଳନ : ଏହି ରାଶିଙ୍କୁ କରିବେ ମାଲାମାଲ୍‌, ବଢିବ ଦରମା, ମିଳିବ ଗୋଟିଏ ପରେ ଗୋଟିଏ ସଫଳତା..

- Advertisement -

ପୁଣି ବଢିଲା ସୁନା ଦାମ୍‌ ; ଜାଣନ୍ତୁ କେତେ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories