www.samajalive.in
Sunday, December 14, 2025
19.1 C
Bhubaneswar

ଆସାମରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ସମାଜ ଡିଜିଟାଲ ଡେସ୍କ: ଆସାମର ଉଦଲଗୁଡ଼ି ଜିଲାରେ ରବିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ରହିଥିବା ସୂଚନା ମିଳିଛି। ଭୂକମ୍ପର ପ୍ରଭାବ ପଶ୍ଚିମବଙ୍ଗ ଏବଂ ଭୁଟାନ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା। ତେ​‌ବେ ଏଥିରେ କୌଣସି ମୃତାହତ ହୋଇଥିବା କିମ୍ବା କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିନାହିଁ। ହେଲେ ଘରର ଆସବାବପତ୍ର ଦୋହଲିବା କାରଣରୁ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିଲେ।

ଭୂକମ୍ପ ସମ୍ପର୍କରେ ନ୍ୟାସନାଲ ସେଣ୍ଟର ଫର ସେସିମୋଲୋଜି (ଏନସିଏସ) ପକ୍ଷରୁ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ ଜରିଆରେ ସୂଚନା ଦିଆଯାଇଛି। ଉଦଲଗୁଡ଼ିରେ ଭୂପୃଷ୍ଠରୁ ୫ କିଲୋମିଟର ଗଭୀରରେ ଭୂକମ୍ପ ଅନୁଭୂତ ହୋଇଥିବା ଏନସିଏସ ପକ୍ଷରୁ କୁହାଯାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories