www.samajalive.in
Saturday, December 6, 2025
14.1 C
Bhubaneswar

ଭୂକମ୍ପରେ ଥରିଲା ପାକିସ୍ତାନ: ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ

ନୂଆଦିଲ୍ଲୀ: ଥରିଲା ପାକିସ୍ତାନ। ପଶ୍ଚିମ ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ ହୋଇଛି। ପାକିସ୍ତାନ ଆଫଗାନିସ୍ତାନ ସୀମା ନିକଟରେ ଭୂକମ୍ପର କେନ୍ଦ୍ରସ୍ଥଳୀ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ।  ଏହାପୂର୍ବରୁ ଫେବୃଆରୀ ୧୭ରେ ପାକିସ୍ତାନର ଇସଲାମାବାଦ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ୪.୭ ରହିଥିଲା। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିଲେ ମଧ୍ୟ ଲୋକ ଭୟଭୀତ ଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories