www.samajalive.in
Friday, December 5, 2025
26.1 C
Bhubaneswar

ଆଣ୍ଡାମାନ ନିକୋବରରେ ଭୂକମ୍ପ

ସମାଜ ଲାଇଭ୍ ଡେସ୍କ : ଆଣ୍ଡାମାନ ଓ ନିକୋବରରେ ଭୂକମ୍ପ , ଏପର୍ଯ୍ୟନ୍ତ କ୍ଷୟକ୍ଷତିର ସୂଚନା ନାହିଁ । ଆଣ୍ଡାମାନ ଓ ନିକୋବର ଦ୍ଵିପପୁଞ୍ଜ​‌ରେ ଭୂମିକମ୍ପ ହୋଇଥିବା ସୂଚନା ମିଳିଛି । ଆଜି ମଧ୍ୟାହ୍ନ ୧୨:୬ ସମୟରେ ଭୂମିକମ୍ପ ହୋଇଥିବା ସୂଚନା ରହିଛି । ଭୂମିକମ୍ପ ହୋଇଥିବା , ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି ସୂଚନା ଦେଇଛି । ସୂଚନା ଅନୁସାରେ ସମୁନ୍ର ପତ୍ତନ ଠାରୁ ୯୦କିମି ଭିତରେ ଭୂକମ୍ପର କେନ୍ଦ୍ରସ୍ଥଳ ସୃଷ୍ଟି ହୋଇଥିଲା । ରିକ୍ଟର ସ୍କେଲ୍‌ରେ ଭୂମିକମ୍ପର ତିବ୍ରତା ୫.୪ ମପାଯାଇଛି । ଏପର୍ଯ୍ୟନ୍ତ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories