www.samajalive.in
Saturday, December 6, 2025
26.1 C
Bhubaneswar

ବଙ୍ଗୋପସାଗର ତଟବର୍ତ୍ତୀ ଅଂଚଳରେ ଭୂକମ୍ପ ଅନୁଭୂତ

ଡେସ୍କ: ବଙ୍ଗୋପସାଗର ତଟବର୍ତ୍ତୀ ଅଂଚଳରେ ଆଜି ୪.୨ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ରେକର୍ଡ କରାଯାଇଛି। ଭୂକମ୍ପ ନିରୋଧୀ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ଭାରତୀୟ ସମୟ ୧୧.୨୩ ମିନିଟରେ ୨୬ ସେକେଣ୍ଡ ପାଇଁ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପ ନିରୋଧୀ କେନ୍ଦ୍ର ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ୮.୦୪ ଅକ୍ଷାଂଶରୁ ୮୯.୬୫ ଦ୍ରାଘିମା ମଧ୍ୟରେ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ୯୦ କିଲୋମିଟର ଗଭୀରତାରେ ରେକର୍ଡ କରାଯାଇଛି।

୧୦ ଦିନିଆ ରିମାଣ୍ଡରେ ଗଲେ ଶାଜାହାନ ଶେଖ୍‍

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories