www.samajalive.in
Monday, December 8, 2025
20.1 C
Bhubaneswar

ଚମ୍ବାରେ ଭୂ-କମ୍ପ ଝଟକା ଅନୁଭବ ; ରିକ୍ଟର ସ୍କେଲରେ ତିବ୍ରତା ୨.୯

ହିମାଚଳପ୍ରଦେଶ : ହିମାଚଳପ୍ରଦେଶର ଚମ୍ବାରେ ଶୁକ୍ରବାର ସକାଳେ ଭୂ-କମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଭୂ-କମ୍ପର ତିବ୍ରତା ୨.୯ ରେକର୍ଡ କରାଯାଇଛି। ଭୂ-କମ୍ପର ଝଟକା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରୁ ଆସିଥିଲେ। ପ୍ରାର୍ଥମିକ ସୂଚନା ଅନୁଯାୟୀ, ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ଏଯାବତ ଜଣାପଡି ନାହିଁ। ଏନସିଏସ ସୂଚନା ଅନୁଯାୟୀ, ହିମାଚଳପ୍ରଦେଶରେ ସକାଳ ୬:୨୫ରେ ଭୂ-କମ୍ପ ଝଟକା ଅନୁଭବ ହୋଇଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories