www.samajalive.in
Thursday, December 11, 2025
18.1 C
Bhubaneswar

ଇଣ୍ଡୋନେସିଆରେ ୬.୧ ତୀବ୍ରତାର ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭୂକମ୍ପରେ ଥରିଲା ଇଣ୍ଡୋନେସିଆ। ଗୁରୁବାର ଦକ୍ଷିଣ ପୂର୍ବ ଇଣ୍ଡୋନେସିଆର ତିମୋରରେ ଭୂକମ୍ପର ତୀବ୍ର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଭୂକମ୍ପ ଅନୁଭୂତ ହେବା ପରେ ଲୋକେ ଭୟଭୀତ ହୋଇ ପଡିଛନ୍ତି। ଏଥିରେ କୌଣସି ଜୀବନର କ୍ଷୟକ୍ଷତି ହୋଇନଥିବା ନେଇ ସୂଚନା ମିଳିବା ସହ ଅନେକ ଅଟ୍ଟାଳିକା କ୍ଷତିଗ୍ରସ୍ତ ହୋଇଥିବା ନେଇ ଖବର ମିଳିଛି।

ଓଜୋନ୍ ସ୍ତରରେ ‘ବଡ଼ ଗର୍ତ୍ତ’

ଇଣ୍ଡୋନେସିଆର ଭୂକମ୍ପ ଏବଂ ସୁନାମି କେନ୍ଦ୍ରର ମୁଖ୍ୟ କହିଛନ୍ତି ଏହି ଭୂକମ୍ପ ସ୍ଥଳଭାଗରେ ସଙ୍ଗଠିତ ହୋଇଥିବାରୁ ଅନେକ ସହର ଏବଂ ଗ୍ରାମରେ ପ୍ରବଳ ମାତ୍ରାରେ ଅନୁଭୂତ ହୋଇଥିଲା। ମାତ୍ର ସୁନାମିର କୌଣସି ଆଶଙ୍କା ନାହିଁ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories