www.samajalive.in
Friday, December 5, 2025
20.1 C
Bhubaneswar

ଜାପାନରେ ୬.୩ ତୀବ୍ରତାର ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ ହୋଇଛି। ପୂର୍ବ ଉପକୂଳ ହନସୁ ଅଞ୍ଚଳରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ। ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସୂଚନାଯୋଗ୍ୟ ଜାନୁଆରୀ ୧ରେ ଜାପାନର ଇଶିକାୱା ଅଞ୍ଚଳର ନୋଟୋ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ୭୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୩୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୫୦ରୁ ଅଧିକ ଲୋକ ନିଖୋଜ ଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories