www.samajalive.in
Sunday, December 7, 2025
23.1 C
Bhubaneswar

ଲଦାଖରେ ଭୂକମ୍ପ ଝଟକା ଅନୁଭବ

ଜମ୍ମୁ : ଲଦାଖରେ ଆଜି ପୁଣି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୬ ରେକର୍ଡ କରାଯାଇଛି। ଗତକାଲି ମଧ୍ୟ ଭୂକମ୍ପ ଝଟକା ଅନୁଭବ ହୋଇଥିଲା ବୋଲି ଜଣାପଡିଛି। ଏନସିଏସ ଅନୁଯାୟୀ, ସକାଳ ପ୍ରାୟ ୮ ଟା୨୭ରେ ଲଦାଖରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ବୋଲି ସୂଚନା ମିଳିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories