www.samajalive.in
Friday, December 12, 2025
14.1 C
Bhubaneswar

ଭୂମିକମ୍ପରେ ଥରିଲା ଫିଲିପାଇନ୍ସ

ନୂଆଦିଲ୍ଲୀ: ଫିଲିପାଇନ୍ସରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୦ ରହିଥିବା ବେଳେ ଭୂମିକମ୍ପ ଯୋଗୁ ଅନେକ ଘରର କାନ୍ଥରେ ଫାଟ ସୃଷ୍ଟି ହୋଇଛି । ଏହି ଭୂମିକମ୍ପ ଆଜି ସକାଳ ୬ଟା ୧୩ ମିନିଟରେ ହୋଇଥିବା ଜଣାପଡ଼ିଛି । ସବୁଠାରୁ ବଡ଼ କଥା ହେଉଛି ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ । କି ଆଗକୁ ସୁନାମୀ ହେବାନେଇ କୌଣସି ଚେତାବନୀ ଦିଆଯାଇନାହିଁ । ଏନେଇ ଫିଲିପାଇନ୍ସର ଇନଷ୍ଟିଚ୍ୟୁଟ୍ ଅଫ୍ ଆଗ୍ନେୟଗିରି ଏବଂ ଭୂକମ୍ପ ବିଜ୍ଞାନର ସୂଚନା​‌ ଅନୁଯାୟୀ ଭୂକମ୍ପର କେନ୍ଦ୍ରସ୍ଥଳ ଅବ୍ରା ପ୍ରଦେଶର ଏକ ପାର୍ବତ୍ୟ ଅଞ୍ଚଳର ଭୂମିଠାରୁ ୨୫ କିଲୋମିଟର ଗଭୀରରେ ଅବସ୍ଥିତ ବୋଲି କୁହାଯାଇଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories