www.samajalive.in
Monday, December 15, 2025
24.1 C
Bhubaneswar

ରାଜସ୍ଥାନରେ ପୁଣି ଭୂକମ୍ପ ଝଟକା ; ରିକ୍ଟର ସ୍କେଲରେ ତିବ୍ରତା ୪.୮

ରାଜସ୍ଥାନ : ରାଜସ୍ଥାନରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ବିକାନେର ଜିଲାରେ ଗୁରୁବାର ସକାଳେ ୭ଟା ୪୨ରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୪.୮ ରେକର୍ଡ କରାଯାଇଛି। ଏଯାଏଁ ଧନଜୀବନହାନୀ ହୋଇଥିବା ନେଇ କୌଣସି ଖବର ମିଳିନାହିଁ। ଏହାପୂର୍ବରୁ ଗତକାଲି ମଧ୍ୟ ଭୂକମ୍ପ ଝଟକା ଅନୁଭବ ହୋଇଛି।
ଏନସିଏସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ପ୍ରାୟ ଭୋର ୫ଟା ୨୪ରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୫.୩ ରେକର୍ଡ କରାଯାଇଥିଲା। ଭୂକମ୍ପର କେନ୍ଦ୍ର ଭୂପୃଷ୍ଠରୁ ୧୧୦ କିଲୋମିଟର ଗଭୀର ଥିଲା ବୋଲି ସୂଚନା ମିଳିଛି।
ଜିଲାପ୍ରଶାସନ କହିବାନୁଯାୟୀ ଅଧିକାଂଶ ଲୋକେ ଏହି ସମୟରେ ଘରେ ଶୋଇଥିଲେ। ତେଣୁ ଭୟର ପରିସ୍ଥିତି ସୃଷ୍ଟି ନହୋଇଥିଲା। କୌଣସି କ୍ଷତି ମଧ୍ୟ ହୋଇନଥିଲା।

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories