www.samajalive.in
Tuesday, December 9, 2025
26.1 C
Bhubaneswar

ତୁର୍କୀରେ ଭୂକମ୍ପ ଝଟ୍‌କା

ସମାଜ ଡିଜିଟାଲ ଡେସ୍କ: ତୁର୍କୀର ମଧ୍ୟଭାଗରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରେକର୍ଡ କରାଯାଇଛି। ମଧ୍ୟମ ଧରଣର ଏହି ଭୂକମ୍ପର କେନ୍ଦ୍ରସ୍ଥଳ କୋନ୍ୟା ପ୍ରଦେଶ ବୋଲି ଜଣାପଡ଼ିଛି।

ତୁର୍କୀର ବିପର୍ଯ୍ୟୟ ଏବଂ ଜରୁରିକାଳୀନ ପରିଚାଳନା ପ୍ରାଧିକରଣ ଅନୁସାରେ, ଭୂକମ୍ପ ସ୍ଥାନୀୟ ସମୟ ଅନୁସାରେ ଦ୍ଵିପ୍ରହର ସମୟରେ ଅନୁଭୂତ ହୋଇଥିଲା। ଭୂକମ୍ପ ଝଟଣା କାରଣରୁ ଲୋକମାନଙ୍କ ମଧ୍ୟ​‌ରେ ଭୟର ବାତାବରଣ ଖେଳିଯାଇଥିଲା। ଲୋକମାନେ ଭୟରେ ବାହାରକୁ ଚାଲିଆସିଥିଲେ। ଭୂକମ୍ପ ଜନିତ କ୍ଷୟକ୍ଷତି କିମ୍ବା ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories