www.samajalive.in
Friday, December 5, 2025
26.1 C
Bhubaneswar

ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ

ନୂଆଦିଲ୍ଲୀ : ଜାପାନରେ ଗୁରୁବାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ହୋକ୍କାଇଡୋ ତଟରେ ଏହି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଜାପାନର ପାଣିପାଗ ବିଭାଗରର ସୂଚନାନୁଯାୟୀ, ଗୁରୁବାର (୧୯ ଜୁନ୍‌)ରେ ହୋକ୍କାଇଡୋ ଅଞ୍ଚଳର ନେମୁରୋ ପ୍ରାୟଦ୍ୱୀପର ଦକ୍ଷିଣ-ପୂର୍ବ ତଟରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ତେବେ ଏଯାଏଁ ସୁନାମୀ ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ । ମାତ୍ର ଭୂକମ୍ପ କାରଣରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳି ନାହିଁ ।

ବଡ ଖୁସି ନେଇ ଆସୁଛି ଜୁଲାଇ ; ଗୋଟିଏ ପରେ ଗୋଟିଏ ରାଜଯୋଗ, ଏହି ରାଶି ହେବେ କୋଟିପତି, ଖୋଲିବ ବନ୍ଦ ଭାଗ୍ୟର ତାଲା

ପୁଣି ମଝି ଆକାଶରୁ ଫେରିଲା; ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

- Advertisement -

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories