www.samajalive.in
Sunday, December 7, 2025
23.1 C
Bhubaneswar

ଜୟପୁରରେ ଭୂକମ୍ପ ଝଟକା

ରାଜସ୍ଥାନ : ରାଜସ୍ଥାନର ଜୟପୁରରେ ଶୁକ୍ରବାର ସକାଳେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଜାତୀୟ ଭୂତତ୍ତ୍ୱ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଜୟପୁରରେ ସକାଳ ୮ଟା୦୧ ମିନିଟରେ ଭୂକମ୍ପ ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୮ ରେକର୍ଡ କରାଯାଇଛି। ବୈଜ୍ଞାନିକଙ୍କ ମତାନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ପାଞ୍ଚ କିଲୋମିଟର ଗଭୀର। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ମିଳି ନାହିଁ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories