www.samajalive.in
Saturday, December 6, 2025
26.1 C
Bhubaneswar

ଭୂକମ୍ପରେ ଥରିଲା ଇଣ୍ଡୋନେସିୟା

ଜାକାର୍ତ୍ତା : ଭୂକମ୍ପରେ ଥରିଲା ଇଣ୍ଡୋନେସିୟା। ଇଣ୍ଡୋନେସିୟାରେ ମଙ୍ଗଳବାର ସକାଳ ୬ଟା୫୩ରେ ବଡ ଧରଣର ଭୂକମ୍ପ ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬ ରେକର୍ଡ କରାଯାଇଛି। ଏନସିଏସ ସୂଚନାନୁଯାୟୀ, ଭୂକମ୍ପର କେନ୍ଦ୍ର କୋଟାମୋବାଗୁ। ଏହା ସୁଲାବେସୀ ଠାରୁ ୭୭୯ କିଲୋମିଟର ଦୂରରେ ସ୍ଥିତ। ତେବେ ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ଏଯାବତ୍‍ କୌଣସି ସୂଚନା ମିଳିନାହିଁ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories