www.samajalive.in
Saturday, December 6, 2025
26.1 C
Bhubaneswar

ପାକିସ୍ତାନରେ ୫.୧ ତିବ୍ରତାର ଭୂକମ୍ପ ଝଟକା

ଇସଲାମାବାଦ : ପାକିସ୍ତାନରେ ଶୁକ୍ରବାର ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୧ ରେକର୍ଡ କରାଯାଇଛି। ଭୂକମ୍ପର ଝଟକା ମାତ୍ରେ ଘରର ଆସବାବପତ୍ର ଏଣେ ତେଣେ ପଡିଯାଇଥିଲା। ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ସକାଳ ପ୍ରାୟ ୬ଟା ୧୮ମିନିଟ୍‍ ରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ଏହାର ପ୍ରଭାବ ପାକିସ୍ତାନ ବ୍ୟତୀତ ଆଫଗାନିସ୍ତାନ ଓ ଇରାନରେ ମଧ୍ୟ ଦେଖାଯାଇଥିଲା। ଏଥିରେ ଧନଜୀବନହାନୀ ହୋଇଥିବା ନେଇ କୌଣସି ସୂଚନା ମିଳିପାରି ନଥିବା ବେଳେ ପ୍ରଶାସନ ସ୍ଥାନୀୟ ବାସିନ୍ଦାଙ୍କୁ ଶାନ୍ତି ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।

 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories