www.samajalive.in
Saturday, December 6, 2025
26.1 C
Bhubaneswar

ଚୀନରେ ଭୂକମ୍ପ ; ୪ ମୃତ, ୧୪ ଆହତ

ବେଜିଙ୍ଗ : ଦକ୍ଷିଣ ପଶ୍ଚିମ ଚୀନର ସିଚୁଆନ ପ୍ରାନ୍ତର ୟାନ ସହରରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭବ ହୋଇଛି । ଗତକାଲି ଅପରାହ୍ନରେ ଭୂକମ୍ପ ଅନୁଭବ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୧ ରେକର୍ଡ କରାଯାଇଛି । ଏହି ଭୂକମ୍ପରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୪ ଜଣ ଆହତ ହୋଇଛନ୍ତି । ଚାଇନା ଭୂକମ୍ପ ନେଟୱାର୍କ କେନ୍ଦ୍ର (ସିଇଏନସି) ଅନୁଯାୟୀ, ସେଠାକାର ସ୍ଥାନୀୟ ସମୟ ପ୍ରାୟ ସନ୍ଧ୍ୟା ୫ଟାରେ ସିଚୁଆନ ଳୁଶାନ କାଉଣ୍ଟିରେ ଏହି ଭୂକମ୍ପ ହୋଇଛି । ସିଇଏନସି କହିବାନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ୧୭ କିଲୋମିଟର ଗଭୀରତାରେ ୩୦.୪ ଉତ୍ତର ଅକ୍ଷାଂଶ ଏବଂ ୧୦୨.୯ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଦେଖିବାକୁ ମିଳିଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories