www.samajalive.in
Saturday, December 6, 2025
23.1 C
Bhubaneswar

ପିଟକେର୍ନ ଦ୍ୱୀପରେ ଭୂକମ୍ପ ଝଟକା

ପିଟକେର୍ନ : ପିଟକେର୍ନ ଦ୍ୱୀପରେ ବୁଧବାର ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୩ ରେକର୍ଡ କରାଯାଇଛି। ଭୂକମ୍ପରେ ଏଯାଏଁ ଧନଜୀବନ ହାନୀ ହୋଇ ଥିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଏନସିଏସ ପକ୍ଷରୁ ଏନେଇ ସୂଚନା ମିଳିଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories