www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ତୁର୍କୀ-ସିରିୟାରେ ଭୂକମ୍ପ ଝଟକା ; ୩ ମୃତ, ୨୧୩ ଆହତ

ନୂଆଦିଲ୍ଲୀ : ତୁର୍କୀ-ସିରିୟାରେ ବିନାଶକାରୀ ଭୂକମ୍ପର ଦୁଇ ସପ୍ତାହ ମଧ୍ୟରେ ପୁଣି ଥରେ ଅନୁଭବ ହୋଇଛି ଭୂକମ୍ପ ଝଟକା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୪ ଓ ୫.୮ ରେକର୍ଡ କରାଯାଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧୩ ଆହତ ହୋଇଛନ୍ତି।
ସୂଚନାନୁଯାୟୀ, ତୁର୍କୀ-ସିରିୟା ସୀମା କ୍ଷେତ୍ରରେ ଦୁଇ କିମି ଗଭୀରରେ ୬.୩ ତିବ୍ରତାରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ତୁର୍କୀର ଦକ୍ଷିଣ ପ୍ରାନ୍ତ ହାଟେରେ ସୋମବାର ଦୁଇ ଥର ଭୂମିକମ୍ପ ଝଟକା ଅନୁଭବ ହୋଇଛି। ଭୂକମ୍ପ ଝଟକା ମାତ୍ରକେ ଲୋକେ ଭୟଭୀତ ହେବା ସହ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଅନେକ ଅଟ୍ଟାଳିକା ମଧ୍ୟ ଏହି ଭୂକମ୍ପରେ କ୍ଷତିଗ୍ରସ୍ତ ହୋଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories