www.samajalive.in
Saturday, December 6, 2025
26.1 C
Bhubaneswar

ଜମ୍ମୁ-କାଶ୍ମୀର, ବିହାର, ପଶ୍ଚିମବଙ୍ଗରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୦ ରେକର୍ଡ କରାଯାଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ୧୦ଟା ୧୦ରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ଭୂକମ୍ପର ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।
ଏହାସହ ଆଜି ବିହାର ଓ ପଶ୍ଚିମବଙ୍ଗରେ ମଧ୍ୟ ଭୂକମ୍ପ ଝଟକା ଅନୁଭବ ହୋଇଛି। ଏହାର ତିବ୍ରତା ୪.୩ ରେକର୍ଡ କରାଯାଇଥିବା ବେଳେ ଏଥିରେ କୌଣସି ଧନଜୀବନ ହାନୀ ହୋଇ ନାହିଁ ବୋଲି ଜଣାପଡିଛି।

 

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories