ନୂଆଦିଲ୍ଲୀ : ମିଆଁମାରରେ ଶନିବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୋର ପ୍ରାୟ ୪ଟା ୫୩ରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ କ୍ଷତି ହୋଇଥିବା ନେଇ ସୂଚନା ଏଯାଏଁ ମିଳି ନାହିଁ।
Popular Categories



