www.samajalive.in
Saturday, December 6, 2025
26.1 C
Bhubaneswar

ପାକିସ୍ତାନରେ ଭୂକମ୍ପ ଝଟକା

ଇସଲାମାବାଦ : ପାକିସ୍ତାନରେ ମଙ୍ଗଳବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୋର ପ୍ରାୟ ୩ଟା ୩୮ରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି। ଭାରତର କିଛି ସ୍ଥାନରେ ମଧ୍ୟ ଏହାର ପ୍ରଭାବ ପଡିଛି। ଏହା ସହ ୦୩:୧୬ ରେ ନ୍ୟୁ ଗିନିର ଉତ୍ତର ଉପକୂଳରେ ୬.୫ ତୀବ୍ରତାର ଓ ୦୩: ୪୫ରେ ଜିଜଙ୍ଗରେ ୫.୦ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପରେ କୌଣସି ଧନଜୀବନ କ୍ଷତି ହୋଇନଥିବା ନେଇ ସୂଚନା ମିଳିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories