www.samajalive.in
Saturday, December 6, 2025
26.1 C
Bhubaneswar

ଭୂକମ୍ପରେ ଥରିଲା ଆସାମ

ଗୁଆହାଟୀ : ଆସାମରେ ଗୁରୁବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଠାରୁ ମିଳିଥିବା ସୂଚନାନୁଯାୟୀ, ଆସାମର ଗୁଆହାଟୀରେ ସକାଳ ପ୍ରାୟ ୫ଟା୪୨ରେ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନୀ ହୋଇ ନାହିଁ ବୋଲି ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories