www.samajalive.in
Saturday, December 6, 2025
26.1 C
Bhubaneswar

ଜାପାନରେ ୧୫୫ ଥର ଭୂମିକମ୍ପ ; ୨୪ ମୃତ

ଟୋକିଓ : ଜାପାନରେ ଶକ୍ତିଶାଳୀ ଭୂମିକମ୍ପରେ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ୧.୦୧.୨୦୨୪ରେ ଅନୁଭୂତ ହୋଇଥିବା ଜାପାନରେ ଏଯାଏଁ ୧୫୫ ଥର ଭୂମିକମ୍ପ ଘଟିଛି। ଶକ୍ତିଶାଳୀ ଭୂକମ୍ପ ଝଟକା ପରେ ଜାପାନ ସରକାର ସୁନାମୀ ଆଲର୍ଟ ଜାରି କରିଛନ୍ତି। ୭.୫ ତୀବ୍ରତାର ଭୂମିକମ୍ପରେ ଅନେକ କ୍ଷୟକ୍ଷତି ଘଟିଛି। ବଡ ବଡ କୋଠା, ରାସ୍ତା, କାର୍‌‌ ଆଦି କ୍ଷୟକ୍ଷତି ଘଟିଛି।ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକଙ୍କୁ ବର୍ତ୍ତମାନ ପର୍ୟ୍ୟନ୍ତ ସେମାନଙ୍କ ଘରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories