www.samajalive.in
Saturday, December 6, 2025
26.1 C
Bhubaneswar

ମଣିପୁରରେ ଭୂମିକମ୍ପ ଝଟକା

ଇମ୍ଫାଲ : ମଣିପୁରରେ ଶୁକ୍ରବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ମଣିପୁରର ଉଖରୁଲ ନିକଟରେ ଏହି ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ରେକର୍ଡ କରାଯାଇଛି। ସକାଳ ୬ଟା ୫୬ ମିନିଟ୍‌‌ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଉଖରୁଲରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ କମ୍‌‌ ତୀବ୍ରତା କାରଣରୁ ଧନଜୀବନ ହାନୀ ହୋଇନଥିବା ଜଣାପଡିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories