ନୂଆଦିଲ୍ଲୀ : ଆସାମର ନାଗାଓଁରେ ଶନିବାର ସକାଳ ୭ଟା ୩୮ ମିନିଟ୍ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୯ ରେକର୍ଡ କରାଯାଇଛି । ଭୂକମ୍ପର ପ୍ରଭାବ ନାଗାଓଁ ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି । ତୀବ୍ରତା କମ୍ ଥିବା କାରଣରୁ କୌଣସି ଧନ ଜୀବନ ନଷ୍ଟ ହୋଇନଥିବା ଜଣାପଡିଛି । ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ ।
Popular Categories



