www.samajalive.in
Tuesday, December 9, 2025
16.1 C
Bhubaneswar

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମି ଠାରୁ ୪୭ କିଲୋମିଟର ଗଭୀର ରହିଛି । ଏଥିରେ ଧନଜୀବନ ହାନୀ ନେଇ କୌଣସି ସୂଚନା ମିଳି ପାରି ନାହିଁ । ଅଗଷ୍ଟ ୨ରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ କରାଯାଇଥିଲା । ଏହାର କେନ୍ଦ୍ର ଭୂମି ଠାରୁ ୮୭ କିଲୋମିଟର ଗଭୀର ଥିଲା।

ଉତ୍ତରକାଶୀରେ ବାଦଲଫଟା ବର୍ଷା ; ସାଂସଦଙ୍କ ସହ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ବଡ ଝଟକା; ସୁପ୍ରିମ ନିଷ୍ପତ୍ତି , ବଢିବ ବିଜୁଳି ବିଲ୍‌!

- Advertisement -

ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍‌ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍‌..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories