www.samajalive.in
Monday, December 8, 2025
24.1 C
Bhubaneswar

ଲଦାଖରେ ଭୂକମ୍ପ ଝଟକା

ଲେହ : ଲଦାଖରେ ଗୁରୁବାର ସକାଳ ୭ଟା ୩୯ରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଏନସିଏସର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୭ ରେକର୍ଡ଼ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନି ହୋଇ ନାହିଁ ବୋଲି ଜଣାପଡ଼ିଛି।
ଏହାପୂର୍ବରୁ ମଙ୍ଗଳବାର ରାତି ୧୦ଟାରେ ମଧ୍ୟ ଲଦାଖରେ ଭୂକମ୍ପର ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩,୫ ରେକର୍ଡ଼ କରାଯାଇଥିଲା।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories