www.samajalive.in
Sunday, December 7, 2025
13.1 C
Bhubaneswar

ମହାରାଷ୍ଟ୍ର ଓ ଅରୁଣାଞ୍ଚଳ ପ୍ରଦେଶରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ମହାରାଷ୍ଟ୍ରର ନାସିକରେ ଆଜି ଭୂକମ୍ପ ଝଟକା ଅନୁଭବ ହୋଇଛି । ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂକମ୍ପର ଝଟକା ଭୋର ୪ଟା୦୪ରେ ଅନୁଭବ ହୋଇଛି । ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୬ ରେକର୍ଡ କରାଯାଇଛି । ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି ।
ସେହିପରି ଅରୁଣାଞ୍ଚଳ ପ୍ରଦେଶରେ ମଧ୍ୟ ଆଜି ସକାଳ ୭ଟା ୦୧ରେ ଭୂକମ୍ପ ଝଟକା ଅନୁଭବ ହୋଇଛି । ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୩.୮ ରେକର୍ଡ କରାଯାଇଛି । ଭୂକମ୍ପର ଗଭୀରତା ଭୂମି ଠାରୁ ୧୦ କିଲୋମିଟର ଗଭୀର ବୋଲି ଜଣାପଡିଛି । ଭୂକମ୍ପ ଅରୁଣାଞ୍ଚଳ ପ୍ରଦେଶର ବସର ରୁ ୫୮ କିମି ଉତ୍ତର-ପଶ୍ଚିମ-ଉତ୍ତରରେ ଅନୁଭବ ହୋଇଥିଲା ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories