www.samajalive.in
Saturday, December 6, 2025
26.1 C
Bhubaneswar

ଭୂକମ୍ପରେ ଥରିଲା ଲେହ

ଲେହ : ଲେହର ଅଲଚୀ ଗାଁରେ ଶୁକ୍ରବାର ଭୋର ସମୟରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଭୋର ପ୍ରାୟ ୪ଟା ୧୯ରେ ଏହି ଭୂକମ୍ପ ଅନୁଭବ ହୋଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ,ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୪.୮ ରେକର୍ଡ କରାଯାଇଛି। ଏନସିଏସର ଟ୍ୱିଟ ଅନୁଯାୟୀ, ଲେହର ଅଲଚୀ ରୁ ୧୮୯ କିମି ଉତ୍ତରରେ ୪.୮ ତିବ୍ରତାର ଭୂକମ୍ପ ଅନୁଭବ ହୋଇଛି। ଏହାର କେନ୍ଦ୍ରସ୍ଥଳ ଭୂମିରୁ ୧୦ କିମି ଗଭୀର ବୋଲି ଜଣାପଡିଛି। ଏହାସହ ଏକ ସପ୍ତାହ ପୂର୍ବରୁ ଜମ୍ମୁ-କାଶ୍ମୀରର କଟ୍ରା ରୁ ୬୨ କିମି ପୂର୍ବ-ଉତ୍ତର-ପୂର୍ବରେ ଭୂକମ୍ପ ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଥିଲା।

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories