www.samajalive.in
Saturday, December 6, 2025
23.1 C
Bhubaneswar

ବାଦଲ ଫଟା ବର୍ଷା ପରେ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା..

ଶିମଲା : ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ ମଧ୍ୟରେ ଶୁକ୍ରବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ହିମାଚଳ ପ୍ରଦେଶର ଲାହୋଲ –ସ୍ପିତିରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୨ ରେକର୍ଡ କରାଯାଇଛି।
ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁସାରେ, ଭୂକମ୍ପର ଗଭୀରତା ଭୂମି ଠାରୁ ୫ କିଲୋମିଟର ଗଭୀର ବୋଲି ଜଣାପଡିଛି । ଏଥିରେ କୌଣସି ଧନଜୀବନର କ୍ଷତି ହୋଇ ନାହିଁ ବୋଲି ସୂଚନା ମିଳିଛି । ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ । ବାଦଲ ଫଟା ବର୍ଷା କାରଣରୁ ଲୋକଙ୍କ ସ୍ଥିତି ବେହାଲ୍‌ ହୋଇଥିବା ବେଳେ ଭୂକମ୍ପ ଅନୁଭୂତ ହେବାକୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

୧୮ ବର୍ଷ ପରେ ସୂର୍ଯ୍ୟ-କେତୁ ହେବେ ଏକାଠି : ଏହି ରାଶିଙ୍କ ଚମକିବ ଭାଗ୍ୟ, ହଠାତ୍‌ ମିଳିବ ଧନ, ଚାକିରି..

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories