www.samajalive.in
Saturday, December 6, 2025
16.1 C
Bhubaneswar

ଝାଡଖଣ୍ଡରେ ଭୂକମ୍ପ ଝଟକା

ରାଞ୍ଚି : ଝାଡଖଣ୍ଡରେ ଶନିବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜ୍ୟରେ ଅନେକ ସ୍ଥାନରେ ସକାଳ ୯ଟା ୨୦ରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଖୁଣ୍ଟି ବୋଲି କୁହାଯାଉଛି । ଭୂକମ୍ପର ଝଟକା ରାଜଧାନୀ ରାଞ୍ଚି, ଜାମ୍‌ଶେଦପୁର ଓ ଚାଇବାସାରେ ଅନୁଭୂତ ହୋଇଛି । ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ । ଏଥିରେ କୌଣସି ଧନ ଜୀବନହାନୀ ହୋଇଥିବା ନେଇ ଖବର ମିଳି ନାହିଁ ।

ନଭେମ୍ବର ୭ରେ ଶୁକ୍ର କରିବେ ରାଶି ପରିବର୍ତ୍ତନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

- Advertisement -

 

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories