www.samajalive.in
Saturday, December 6, 2025
16.1 C
Bhubaneswar

ଆସାମରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆସାମର ଦାରଙ୍ଗରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି।ଭାରତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁସାରେ ଏହି ଭୂକମ୍ପ ଝଟକାର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଛି। ଭୂମିକମ୍ପର ଝଟକା ଦାରଙ୍ଗ ଅଞ୍ଚଳରେ ସକାଳ ୭ଟା ୫୪ରେ ଅନୁଭୂତ ହୋଇଛି। ଏଥିରେ ଧନଜୀବନ ହାନୀ ନେଇ କୌଣସି ସୂଚନା ମିଳିନାହିଁ।

ସୂଚନା ଯୋଗ୍ୟ, ଜମ୍ମୁ-କାଶ୍ମୀରର କିସ୍ତୱାରରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ମିଳିଥିଲା। ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ୮ଟା ୫୩ ମିନିଟ୍‌‌ରେ ଏହି ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories