www.samajalive.in
Sunday, December 14, 2025
19.1 C
Bhubaneswar

ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର । ଗତକାଲି ବିଳମ୍ବିତ ରାତି ଗୋଟାଏ ୧୧ ମିନିଟ୍‌ରେ ଆଣ୍ଡାମାନ-ନିକୋବରରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି । ବିଳମ୍ୱିତ ରାତିରେ ଭୂମିକମ୍ପ ହୋଇଥିବାରୁ ପ୍ରାୟ ସମସ୍ତ ଲୋକ ଘରେ ରହିଥିଲେ । ହେଲେ ସବୁଠାରୁ ବଡ଼ କଥା ହେଉଛି ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୪ ହୋଇଥିବା ଜଣାପଡ଼ିଛି ।

 

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories