www.samajalive.in
Sunday, December 7, 2025
26.1 C
Bhubaneswar

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭ ରେକର୍ଡ କରାଯାଇଛି। ଭୂମିକମ୍ପଟି ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ସମୟରେ ସ୍ତାନୀୟ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ବର୍ତ୍ତମାନ୍ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଶକ୍ତିଶାଳୀ ଭୂମିକମ୍ପ ପରେ କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ ।

ଆମେରିକାର ଭୂତତ୍ତ୍ୱ ସର୍ଭେ ଅନୁସାରେ, ଏହି ଭୂମିକମ୍ପ ଅଲାସ୍କାରୁ ପ୍ରାୟ ୩୭୦ କିଲୋମିଟର ଉତ୍ତର-ପଶ୍ଚିମରେ ଏବଂ ୟୁକୋନର ହ୍ୱାଇଟହାର୍ସରୁ ୨୫୦ କିଲୋମିଟର ପଶ୍ଚିମରେ ଅନୁଭୂତ ହୋଇଥିଲା । ଏହା ଅଲାସ୍କାର ୟାକୁଟାଟ୍ ଠାରୁ ପ୍ରାୟ ୯୧ କିଲୋମିଟର ଦୂରରେ ଥିଲା, ଯାହାର ଜନସଂଖ୍ୟା ୬୬୨ ଅଟେ ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories