www.samajalive.in
Monday, December 8, 2025
27.1 C
Bhubaneswar

୨୦୨୪ ଲୋକସଭା ନିର୍ବାଚନର ବିସ୍ତୃତ ତଥ୍ୟ ଜାରି କଲା ନିର୍ବାଚନ ଆୟୋଗ

ଡେସ୍କ: ନିର୍ବାଚନ ଆୟୋଗ ସୂଚନା ଅନୁଯାୟୀ, ୨୦୨୪ ଲୋକସଭା ନିର୍ବାଚନରେ ୬୪.୬୪ କୋଟି ଭୋଟ୍ ପଡ଼ିଥିଲା ଏବଂ ମହିଳା ଭୋଟ ସଂଖ୍ୟା ପୁରୁଷଙ୍କ ଠାରୁ ୬୫.୭୮ ପ୍ରତିଶତ ଅଧିକ ଥିଲା। ନିର୍ବାଚନ ଆୟୋଗ ପକ୍ଷରୁ ପ୍ରକାଶିତ ୪୨ଟି ପରିସଂଖ୍ୟାନ ରିପୋର୍ଟର ଏକ ବିସ୍ତୃତ ସେଟରେ ଏହି ତଥ୍ୟ ଦିଆଯାଇଛି। ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଓଡ଼ିଶା ଓ ସିକ୍କିମରେ ହୋଇଥିବା ବିଧାନସଭା ନିର୍ବାଚନ ପାଇଁ ୧୪ଟି ପରିସଂଖ୍ୟାନ ରିପୋର୍ଟ ପ୍ରକାଶ ପାଇଛି।

https://www.eci.gov.in/eci-backend/public/api/download?url=LMAhAK6sOPBp%2FNFF0iRfXbEB1EVSLT41NNLRjYNJJP1KivrUxbfqkDatmHy12e%2FzPKLkuiExxOKadAHYzWQYglpeBXSsnQZZ9%2F7T4x79iAb%2FMcJO%2FtkcY9OvHliAYouOxmQl8Js94vvlnd69j%2Fttcg%3D%3D

- Advertisement -

ଲୋକସଭା ୨୦୨୪ ରିପୋର୍ଟରେ କୁହାଯାଇଛି ଯେ ଚଳିତ ବର୍ଷ ପଞ୍ଜୀକୃତ ତୃତୀୟ ଲିଙ୍ଗ ଭୋଟରଙ୍କ ସଂଖ୍ୟାରେ ୨୩.୫ ପ୍ରତିଶତ ବୃଦ୍ଧି ଘଟିଛି। ଟ୍ରାନ୍ସଜେଣ୍ଡର ଭୋଟରଙ୍କ ସଂଖ୍ୟା ୨୦୧୯ରେ ୧୪.୬୪ ପ୍ରତିଶତ ଥିବାବେଳେ ୨୦୨୪ରେ ଏହା ୨୭.୦୯ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୧୯ ସାଧାରଣ ନିର୍ବାଚନରେ ୫୪୦ଟି କେନ୍ଦ୍ରରେ ପୁନଃ ମତଦାନ ହୋଇଥିବା ବେଳେ ୨୦୨୪ରେ ୪୦ଟି ମତଦାନ କେନ୍ଦ୍ରରେ ପୁନଃମତଦାନ ହୋଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories