www.samajalive.in
Monday, December 8, 2025
16.1 C
Bhubaneswar

୨୪୬୪ କୋଟି ମୂଲ୍ୟର ମଦ ଓ ନଗଦ ଟଙ୍କା ଜବତ କଲା ଇସି

ନୂଆଦିଲ୍ଲୀ :୨୦୧୯ ସାଧାରଣ ନିର୍ବାଚନ ପାଇଁ  ଆଦର୍ଶ ଆଚରଣ ବିଧି ଲାଗୁହେବା ପରଠାରୁ ନିର୍ବାଚନ କମିଶନଙ୍କ ପକ୍ଷରୁ ଦେଶର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୨୪୬୪ କୋଟି ମୂଲ୍ୟର ବେଆଇନ ମଦ, ନଗଦ ଟଙ୍କା, ନିଶା ଔଷଧ, ସୁନା ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ଏ କ୍ଷେତ୍ରରେ ଗୁଜରାଟ ଆଗରେ ରହିଛି ଏବଂ ସେଠାରୁ ୫୧୬ କୋଟି ଟଙ୍କାର ସାମଗ୍ରୀ ଜବତ ହୋଇଛି। ଏହା ପଛକୁ ତାମିଲନାଡୁରୁ ୪୭୬ କୋଟି, ଦିଲ୍ଲୀ ୩୮୯ କୋଟି, ଆନ୍ଧ୍ରପ୍ରଦେଶ ୨୧୬ କୋଟି ଏବଂ ପଞ୍ଜାବରୁ ୧୯୪ କୋଟି ଟଙ୍କାର ସାମଗ୍ରୀ ଜବତ ହୋଇଛି।
ନିର୍ବାଚନ କମିଶନ ସୂତ୍ରରୁ କୁହାଯାଇଛି ଯେ, ୬୨୮ କୋଟି ନଗଦ ଟଙ୍କା ଜବତ କରାଯାଇଥିଲାବେଳେ ଜବତ ହୋଇଥିବା ସାମଗ୍ରୀଗୁଡ଼ିକ ମଧ୍ୟରେ ନିଶା ଔଷଧ, ସୁନା, ମଦ ଓ ଉପହାର ଆଦି ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories