www.samajalive.in
Monday, December 8, 2025
27.1 C
Bhubaneswar

ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ନିର୍ବାଚନ ଆୟୋଗ

ଡେସ୍କ: ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ ଭିଡିଓ କନଫରେନ୍ସିଂ ଜରିଆରେ ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ୪୯ଟି ସଂସଦୀୟ ନିର୍ବାଚନ ମଣ୍ଡଳୀ ଏବଂ ଷଷ୍ଠ ପର୍ଯ୍ୟାୟ ପାଇଁ ୫୭ଟି ସଂସଦୀୟ ନିର୍ବାଚନ ମଣ୍ଡଳୀରେ ନିୟୋଜିତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିଥିଲେ। ଚଳିତ ମାସ ୨୦ ତାରିଖରେ ପଞ୍ଚମ ପର୍ଯ୍ୟାୟ ଏବଂ ଷଷ୍ଠ ପର୍ଯ୍ୟାୟ ମତଦାନ ମେ’ ୨୫ରେ ଅନୁଷ୍ଠିତ ହେବ।

ଭୀଷ୍ମ କ୍ୟୁବର ସଫଳ ପରୀକ୍ଷଣ କଲା ଭାରତୀୟ ବାୟୁସେନା

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories