ନିର୍ବାଚନ ପରିଚାଳନାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ – ମୁଖ୍ୟ ନିର୍ବାଚନ କମିଶନର

ଡେସ୍କ: ଭାରତର ନିର୍ବାଚନ ଆୟୋଗଙ୍କ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ଓଡ଼ିଶା ଗସ୍ତର ପ୍ରଥମ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଥିଲେ। ପ୍ରାରମ୍ଭରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ସଂପର୍କରେ ଆୟୋଗଙ୍କୁ ଅବଗତ କରାଇଥିଲେ। ମୁଖ୍ୟ ନିର୍ବାଚନ କମିଶନର ଜିଲ୍ଲା ନିର୍ବାଚନ … Continue reading ନିର୍ବାଚନ ପରିଚାଳନାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ – ମୁଖ୍ୟ ନିର୍ବାଚନ କମିଶନର