www.samajalive.in
Sunday, December 7, 2025
23.1 C
Bhubaneswar

ନିର୍ବାଚନୀ ବଣ୍ଡଦାତା ଓ ଗ୍ରହୀତାଙ୍କ ସମସ୍ତ ବିବରଣୀ ପ୍ରକାଶ କରିବେ ନିର୍ବାଚନ କମିଶନ

ଡେସ୍କ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ଆୟୋଗ ନିର୍ବାଚନୀ ବଣ୍ଡଦାତା ଓ ଗ୍ରହୀତାଙ୍କ ସମସ୍ତ ବିବରଣୀ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରକାଶ କରିବେ ବୋଲି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି। ଆଗାମୀ ନିର୍ବାଚନରେ ଇଭିଏମ୍ କିମ୍ବା ବାଲଟ୍ ପେପର ମାଧ୍ୟମରେ ମତଦାନ ଉପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କମିଶନ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି। ଆଗାମୀ ଲୋକସଭା ଓ ରାଜ୍ୟ ନିର୍ବାଚନ ପାଇଁ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପରେ ଓଡ଼ିଶାର ଭୁବନେଶ୍ୱରଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ କୁମାର ଏହା କହିଛନ୍ତି।

https://samajalive.in/jain-acharya-vidyasagar-ji-maharaj-left-his-body-on-chandragiri-mountain-09/536623.html

- Advertisement -

ନିକଟରେ ସୁପ୍ରିମକୋର୍ଟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କକୁ ତୁରନ୍ତ ନିର୍ବାଚନୀ ବଣ୍ଡ ବନ୍ଦ କରିବାକୁ ନିର୍ଦ୍ଦେଶ ଦେବା ସହ ମାର୍ଚ୍ଚ ୬ ତାରିଖ ସୁଦ୍ଧା ରାଜନୈତିକ ଦଳଗୁଡ଼ିକୁ ସମସ୍ତ ଦାତାଙ୍କ ତାଲିକା ନିର୍ବାଚନ କମିଶନଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୧୩ ତାରିଖ ସୁଦ୍ଧା ନିର୍ବାଚନୀ ବଣ୍ଡଦାତା ଓ ଗ୍ରହୀତାଙ୍କ ସମସ୍ତ ବିବରଣୀ ପ୍ରକାଶ କରିବାକୁ ମଧ୍ୟ ରାୟରେ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

୨୦ରୁ ମାଟ୍ରିକ ପରୀକ୍ଷା, ଏଆଇ ନଜରରେ ରହିବ ସମ୍ବେଦନଶୀଳ କେନ୍ଦ୍ର

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories