ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ପଦକ୍ଷେପ ନେଉଛନ୍ତି ନିର୍ବାଚନ କମିଶନ – ରାଜୀବ କୁମାର

ଡେସ୍କ: ନିର୍ବାଚନ ଆୟୋଗ ବେଆଇନ ମଦ, ନଗଦ ଟଙ୍କା, ନିଶା ଦ୍ରବ୍ୟ ଓ ଅସ୍ତ୍ରଶସ୍ତ୍ର ପରିବହନକୁ ରୋକିବା ପାଇଁ ଆନ୍ତଃରାଜ୍ୟ ଓ ଅନ୍ତର୍ଜାତୀୟ ସୀମାରେ କଡ଼ା ନଜର ରଖିବାକୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବ ଓ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶାନ୍ତିଶୃଙ୍ଖଳା ଓ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ସୁନିଶ୍ଚିତ କରିବାକୁ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା ପାଇଁ ଆଜି ନୂଆଦିଲ୍ଲୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ … Continue reading ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ପଦକ୍ଷେପ ନେଉଛନ୍ତି ନିର୍ବାଚନ କମିଶନ – ରାଜୀବ କୁମାର