www.samajalive.in
Saturday, December 6, 2025
26.1 C
Bhubaneswar

ଆଇପିଏସ୍‌‌ ଆଶିଷ ସିଂହ ସମ୍ପୂର୍ଣ୍ଣ ସୁସ୍ଥ; ଭୁଲ ତଥ୍ୟ ଦେଇଥିବାରୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର: ଆସିଲା ଆଇପିଏସ୍‌‌ ଆଶିଷ ସିଂହଙ୍କ ମେଡିକାଲ ରିପୋର୍ଟ। ଶାରିରୀକ ଓ ମାନସିକ ସ୍ତରରେ ଆଶିଷ ସିଂହ ସମ୍ପୂର୍ଣ୍ଣ ସୁସ୍ଥ ଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଭାରତୀୟ ନିର୍ବାଚନ କମିଶନ ଆଶିଷ ସିଂହଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି। ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଭୁଲ ତଥ୍ୟ ଦେଇଥିବା ଇସିଆଇ କହିଛନ୍ତି। ଫଳରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ଯାଇଥିଲେ ଆଶିଷ ସିଂ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା । ଏଭଳି ଅଭିଯୋଗ ପରେ ଭାରତୀୟ ନିର୍ବାଚନ କମିସନ ଏମସ ମେଡିକାଲ ବୋର୍ଡ ଗଠନ କରି ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଂଚ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories