www.samajalive.in
Friday, December 12, 2025
17.1 C
Bhubaneswar

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା ସଭା

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆଜି ୨୦୧୯-୨୦ ଏବଂ ୨୦୨୦-୨୧ ବର୍ଷ ପାଇଁ ଦଶମ ଏବଂ ଦ୍ୱାଦଶ ପରୀକ୍ଷାରେ ଉନ୍ନତ ପ୍ରଦର୍ଶନ କରିଥିବା ରେଳବାଇ କର୍ମଚାରୀମାନଙ୍କ ପିଲାମାନଙ୍କୁ ସମ୍ବର୍ଦ୍ଧନା କରାଯାଇଛି। ସେହିଭଳି, ପୂର୍ବତଟ ରେଳପଥର ଉତ୍ସର୍ଗୀକୃତ ମହିଳା କର୍ମଚାରୀମାନଙ୍କୁ ମଧ୍ୟ ସେମାନଙ୍କର ଉତ୍ସର୍ଗୀକୃତ ଓ ନିଷ୍ଠାପର ସେବା ପାଇଁ ସମ୍ମାନିତ କରାଯାଇଛି।

ଏହି ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦାନ କରି ପୂର୍ବତଟ ଓ ଦକ୍ଷିଣ ପୂର୍ବ ରେଳପଥର ମହାପ୍ରବନ୍ଧକ ତଥା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନର ଅଧ୍ୟକ୍ଷା ଅର୍ଚନା ଯୋଶୀ କୃତି ଛାତ୍ରଛାତ୍ରୀ ଏବଂ ମହିଳା କର୍ମଚାରୀମାନଙ୍କୁ ସମ୍ମାନିତ କରିବା ସହିତ ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ମହିଳା କଲ୍ୟାଣ ସଂଗଠନର ସଦସ୍ୟାମାନେ ମଧ୍ୟ ଉପସ୍ଥିତ ରହି ସମ୍ବର୍ଦ୍ଧନା ସଭାକୁ ପରିଚାଳନା କରିଥିଲେ।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories