www.samajalive.in
Monday, December 8, 2025
27.1 C
Bhubaneswar

କିମ୍ସ, ହାଇଟେକ୍‌, ସମ୍‌ରେ ଇଡି ଯାଞ୍ଚ

ଭୁବନେଶ୍ଵର: କିମ୍ସ, ହାଇଟେକ୍‌, ସମ୍‌ ହସ୍ପିଟାଲରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଯାଞ୍ଚ କରାଯାଉଛି। ରାଉରକେଲା ସହ ଭୁବନେଶ୍ବର ହାଇଟେକ୍‌ରେ ଇଡି ଯାଞ୍ଚ ଜାରି ରଖିଛି। ଏନଆରଆଇ କୋଟାରେ ଆଡମିଶନ ନେଇ ଇଡି ପକ୍ଷରୁ ଯାଞ୍ଚ କରାଯାଉଥିବା ସୂଚନା ମିଳିଛି। କଲକାତା ଇଡି ଶାଖାର ୫ ଜଣିଆ ଟିମ୍‌ ଏହି ଯାଞ୍ଚରେ ସାମିଲ ହୋଇଥିବା ଜଣାପଡ଼ିଛି। କିନ୍ତୁ ଇଡି ପକ୍ଷରୁ ହୋଇଥିବା ଯାଞ୍ଚ ନେଇ କିମ୍ସ, ହାଇଟେକ୍‌ ଓ ସମ୍‌ ହସ୍ପିଟାଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories