www.samajalive.in
Saturday, December 6, 2025
14.1 C
Bhubaneswar

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ଇଡ଼ି ନୋଟିସ

ସମାଜ ଡିଜିଟାଲ ଡେସ୍କ: ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଟିମ ଚଢଉ କରିବା ପରେ ପ୍ରଫୁଲଙ୍କୁ ହାଜର ହେବାକୁ ନୋଟିସ କରିଛି ଇଡି । ପ୍ରଫୁଲ୍ଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ନୋଟିସ ହୋଇଛି । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ପ୍ରବର୍ତ୍ତନ ନେର୍ଦ୍ଦଶାଳୟ ନୋଟିସ କରିଥିବା ସୂଚନା ମିଳିଛି । ସମସ୍ତ କାଗଜପତ୍ର ସହ ହାଜର ହେବାକୁ କୁହାଯାଇଛି । ଗତ ୧୫ତାରିଖରେ ପ୍ରଫୁଲ୍ଲଙ୍କ ଘରେ ଚଢଉ କରିଥିଲା ଇଡି । ଶୁକ୍ରବାର ପ୍ରୟାସକାନ୍ତଙ୍କୁ ଘରୁ ୧୦ଲକ୍ଷ ଟଙ୍କା ଜବତ କରିଥିଲା ଇଡି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories