www.samajalive.in
Sunday, December 14, 2025
16.1 C
Bhubaneswar

କେରଳ ମୁଖ୍ୟମନ୍ତ୍ରୀଙ୍କୁ ଇଡି ନୋଟିସ

ତିରୁଅନନ୍ତପୁରମ: ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କାରଣ ଦର୍ଶାଅ ନୋଟିସ ଇସ୍ୟୁ କରାଯାଇଛି। ୨୦୦୦ କୋଟି ଟଙ୍କାର କେଆଇଆଇଏଫବି ମସଲା ବଣ୍ଡ୍‌ ମାମଲାରେ ବିଜୟନଙ୍କ ବ୍ୟତୀତ ପୂର୍ବତନ ଅର୍ଥମନ୍ତ୍ରୀ ଥୋମାସ ଆଇଜାକ୍‌ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ କେ.ଏମ.ଆବ୍ରାହମଙ୍କୁ ମଧ୍ୟ ନୋଟିସ ପଠାଯାଇଛି। ଫେମା (ବିଦେଶୀ ମୁଦ୍ରା ପରିଚାଳନା ଆଇନ) ଅନୁଯାୟୀ ଏଭଳି ନୋଟିସ ଇସ୍ୟୁ କରାଯାଇଛି। ‘କେରଳ ଇନ୍‌ଫ୍ରାଷ୍ଟ୍ରକଚର ଇନଭେଷ୍ଟମେଣ୍ଟ ଫଣ୍ଡ ବୋର୍ଡ’ ମସଲା ବଣ୍ଡ୍‌ ଜରିଆରେ ୨୦୦୦ କୋଟି ଟଙ୍କା ମାର୍କେଟରୁ ସଂଗ୍ରହ କରାଯାଇଥିବାବେଳେ ଏହାର ଦୁରୁପଯୋଗ କରାଯାଇଥିବା ଅଭିଯୋଗ ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories