www.samajalive.in
Monday, December 8, 2025
27.1 C
Bhubaneswar

ସଞ୍ଜୟ ରାଉତ, ଆଦିତ୍ୟ ଠାକରେଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ଇଡି ଚଢାଉ

ମୁମ୍ବାଇ : ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କ ଘନିଷ୍ଠ ସହଯୋଗୀ ସୁରଜ ଚାବନ,  ସଞ୍ଜୟ ରାଉତଙ୍କ ଘନିଷ୍ଠ ସହଯୋଗୀ ସୁଜିତ ପାଟକରଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। କୋଭିଡ ସମୟରେ ଲାଇଫଲାଇନ କମ୍ପାନୀ ଅଧୀନରେ ହୋଇଥିବା କେତେକ ଦୁର୍ନୀତି ପାଇଁ ଇଡ଼ି ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ମିଳିଥିବା ରିପୋର୍ଟ ଅନୁସାରେ ଆଦିତ୍ୟ ଏବଂ ସଞ୍ଜୟ ରାଉତଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡିର ଚଢାଉ ଚାଲିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories