www.samajalive.in
Saturday, December 6, 2025
26.1 C
Bhubaneswar

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତାଙ୍କ ଘରେ ଇଡି ଚଢାଉ

ରାଞ୍ଚି: ଝାଡ଼ଖଣ୍ଡରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)ର ଟିମ୍‌ ବୁଧବାର ସକାଳୁ ସକାଳୁ ଅନେକ ସ୍ଥାନରେ ଚଢାଉ କରିଛି। ବେଆଇନ ଖଣି ମାମଲା ସହ ଜଡ଼ିତ ଆର୍ଥିକ ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ନେତାମାନଙ୍କ ନିକଟତମ ସହଯୋଗୀମାନଙ୍କ ବିଭିନ୍ନ ଠିକଣାରେ ଚଢାଉ କରାଯାଇଥିବା ସୂଚନା ମିଳିଛି। ଇଡିର ଏକ ଟିମ୍‌ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗଣମାଧ୍ୟମ ପରାମର୍ଶଦାତା ଅଭିଷେକ ପ୍ରସାଦ ଓରଫ ପିଣ୍ଟୁଙ୍କ ଘରେ ମଧ୍ୟ ଚଢାଉ କରିଛି। ଅଭିଷେକ ପ୍ରସାଦଙ୍କ ଘର ସମେତ ଇଡି ଟିମ୍‌ ୧୨ ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଏହା ବ୍ୟତୀତ ସାହେବଗଞ୍ଜର ଡେପୁଟି କମିଶନରଙ୍କ ବାସଭବନରେ ମଧ୍ୟ ଚଢାଉ କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories